୧୮ ଜୁଲାଇ, ଗୁରୁବାର; ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ମନଦେଇ ପାଠପଢ଼ନ୍ତୁ। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ମିଥୁନ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଶୁଭ ଖବର ଶୁଣି ପାରନ୍ତି। କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର […]

ttttttttttttttttt

ttttttttttttttttt

Tapaswini Nayak
  • Published: Thursday, 18 July 2019
  • Updated: 18 July 2019, 07:27 AM IST

Sports

Latest News

ମେଷ: ପିଲାଙ୍କ ପାଠପଢ଼ା ନେଇ ଚିନ୍ତିତ ରହିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଛାତ୍ରଛାତ୍ରୀମାନେ ମନଦେଇ ପାଠପଢ଼ନ୍ତୁ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଶୁଭ ଖବର ଶୁଣି ପାରନ୍ତି।

କର୍କଟ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ସହକର୍ମୀଙ୍କ ସହ ମତାନ୍ତର ହୋଇପାରେ।

ସିଂହ: ନୂତନ ପୋଷାକ କିଣିପାରନ୍ତି। ହସଖୁସିରେ ସମୟ ବିତାଇବେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କନ୍ୟା: ଚିନ୍ତିତ ରହିବେ। ବ୍ୟସ୍ତତା ଭିତରେ ଦିନଟି କଟିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଆଜି ନୂଆ କାମ ଆରମ୍ଭ କରିପାରନ୍ତି। ନିଜ କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବିଚ୍ଛା: ଦିନଟି ଭଲରେ କଟିବ। ସାହିତ୍ୟ ଓ କଳା ପ୍ରତି ରୁଚି ବଢ଼ିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଗହଣା କିଣିପାରନ୍ତି।

ଧନୁ: ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ମା’ଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମକର: ଆଜି କୌଣସି ଗୁରୁତ୍ୱପୂର୍ଣ୍ଣ କାମ କରନ୍ତୁ ନାହିଁ। ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ। ଉଚ୍ଚ ପଦସ୍ଥ ଅଧିକାରୀଙ୍କ ସହ ଝଗଡ଼ା ହୋଇପାରେ। ବ୍ରାହ୍ମଣଙ୍କୁ ହଳଦିଆ ବସ୍ତ୍ର ଦାନ କରନ୍ତୁ।

କୁମ୍ଭ: ଅଟିକି ରହିଥିବା କାର୍ଯ୍ୟ ଆଜି ସଂପୂର୍ଣ୍ଣ ହେବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ଭାଗ୍ୟ ବୃଦ୍ଧି ହେବ।

ମୀନ: ଜୀବନସାଥୀଙ୍କ ସହଯୋଗ ମିଳିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମାନ-ସମ୍ମାନ ବଢ଼ିବ। ବାପାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos