୧୮ ମାର୍ଚ୍ଚ, ବୁଧବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।  ବୃଷ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।  ମିଥୁନ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସିଂହ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। […]

ttttttttttttttttt-1-300x164

Niharika Rout
  • Published: Wednesday, 18 March 2020
  • , Updated: 18 March 2020, 07:26 AM IST

ମେଷ: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। 

ବୃଷ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। 

ମିଥୁନ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ସିଂହ: ଦିନଟି ଭଲରେ କଟିବ। ଅଧିକ ପରିଶ୍ରମ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ତୁଳା:  ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। 

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ଧନୁ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କୁମ୍ଭ:  ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଘରେ ହସଖୁସିର ପରିବେଶ ରହିବ। 

ମୀନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। 

Related story