୧୮ ଅକ୍ଟୋବର, ଶୁକ୍ରବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ବୃଷ:  ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମିଥୁନ: ମାନ-ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ଦୁର୍ଘଟଣାର ଯୋଗ ରହିଛି। କର୍କଟ:  ବ୍ୟସ୍ତତା ଭିତରେ ଦିନଟି କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦେଶ ଯିବାକୁ ଯୋଜନା କରିପାରନ୍ତି। ସିଂହ:  ଧନ ପ୍ରାପ୍ତି […]

astro-ok-new-4

Jyoshna Pradhan
  • Published: Friday, 18 October 2019
  • , Updated: 18 October 2019, 09:23 AM IST

ମେଷ: ପରିବାରରେ ହସଖୁସିର ପରିବେଶ ରହିବ। ପୁରୁଣା ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି।

ବୃଷ:  ଆର୍ଥିକ ନେଣଦେଣ କରନ୍ତୁ ନାହିଁ। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମିଥୁନ: ମାନ-ସମ୍ମାନ ବୃଦ୍ଧି ପାଇବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ। ଦୁର୍ଘଟଣାର ଯୋଗ ରହିଛି।

କର୍କଟ:  ବ୍ୟସ୍ତତା ଭିତରେ ଦିନଟି କଟିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦେଶ ଯିବାକୁ ଯୋଜନା କରିପାରନ୍ତି।

ସିଂହ:  ଧନ ପ୍ରାପ୍ତି ଯୋଗ ରହିଛି। ଜୀବନସାଥୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

କନ୍ୟା: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବାଦ-ବିବାଦରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା ଅର୍ଥ ଫେରି ପାଇପାରନ୍ତି।

ତୁଳା: ଘରେ ମାଙ୍ଗଳି କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅପରାହ୍ଣ ପରେ ପିଲାଙ୍କ ପାଠପଢ଼ାକୁ ନେଇ ଚିନ୍ତିତ ରହିବେ। ପ୍ରେମ ବ୍ୟାପାରରେ ସଫଳତା ମିଳିବ।

ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ବ୍ୟବସାୟରେ ଅର୍ଥ ଲଗାନ୍ତୁ ନାହିଁ। ଜମି କିଣି ପାରନ୍ତି।

ଧନୁ: ଆତ୍ମବିଶ୍ୱାସ ବଢ଼ିବ। ପୁରୁଣା ଇଚ୍ଛା ପୂରଣ ହୋଇପାରେ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ।

ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ମଧ୍ୟାହ୍ନ ପରେ ଖୁସି ଖବର ଶୁଣି ପାରନ୍ତି।

କୁମ୍ଭ:  ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଘରକୁ ଅତିଥି ଆସିପାରନ୍ତି। ମନ ଫୂର୍ତ୍ତି ରହିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ:  ଆଣ୍ଠୁଗଣ୍ଠିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ପଡ଼ୋଶୀଙ୍କ ସହ ଝଗଡ଼ା ହୋଇପାରେ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

Related story