୧୮ ଜୁନ୍‌, ମଙ୍ଗଳବାର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ପରିବାର ସଦସ୍ୟଙ୍କ ହସଖୁସିରେ ସମୟ ବିତିବ । ବୃଷ:  ନୂତନ  କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଯୋଗ କରନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ। ମିଥୁନ:  ମନ ଖୁସି ରହିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ। କର୍କଟ: ଆର୍ଥିକ ସ୍ଥିତି ଭଲ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମାନ-ସମ୍ମାନ ମିଳିବ। ସିଂହ: ବନ୍ଧୁଙ୍କ ସହ ସାକ୍ଷାତ […]

astro

astro

Jyoshna Pradhan
  • Published: Tuesday, 18 June 2019
  • Updated: 18 June 2019, 07:27 AM IST

Sports

Latest News

ମେଷ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ପରିବାର ସଦସ୍ୟଙ୍କ ହସଖୁସିରେ ସମୟ ବିତିବ ।

ବୃଷ:  ନୂତନ  କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଯୋଗ କରନ୍ତୁ। ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ।

ମିଥୁନ:  ମନ ଖୁସି ରହିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଦାମ୍ପତ୍ୟ ଜୀବନ ଭଲରେ କଟିବ।

କର୍କଟ: ଆର୍ଥିକ ସ୍ଥିତି ଭଲ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ମାନ-ସମ୍ମାନ ମିଳିବ।

ସିଂହ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଶରୀର ସୁସ୍ଥ ରହିବ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

କନ୍ୟା: ଚିନ୍ତିତ ରହିବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ବିଚ୍ଛା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମକର: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧନପ୍ରାପ୍ତି ଯୋଗ ରହିଛି। ଧାର୍ମିକ ସ୍ଥାନକୁ ଯାତ୍ରା କରି ପାରନ୍ତି।

କୁମ୍ଭ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂତନ ଯାନବାହନ କିଣି ପାରନ୍ତି। କ୍ୟାରିଅରରେ ସଫଳତା ମିଳିବ।

ମୀନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story