୧୯ ଅଗଷ୍ଟ, ସୋମବାର: ପରିଶ୍ରମ ଅନୁସାରେ ସଫଳତା ପାଇବେ

ମେଷ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ଖୁସି ରଖିବ। ମାନ-ସମ୍ମାନ ମିଳିବ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି […]

astro-ok-new

astro-ok-new

Jyoshna Pradhan
  • Published: Monday, 19 August 2019
  • Updated: 19 August 2019, 09:38 AM IST

Sports

Latest News

ମେଷ: ଦୂର ସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ବୃଷ: ଦିନଟି ଖୁସିରେ କଟିବ। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନ ଖୁସି ରଖିବ। ମାନ-ସମ୍ମାନ ମିଳିବ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ବସ୍ତ୍ର କିଣି ପାରନ୍ତି। ବନ୍ଧୁଙ୍କ ସହ ଯାତ୍ରା କରିପାରନ୍ତି।

ତୁଳା: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା:  ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିବେ।  ଋଣ ଦିଅନ୍ତୁ ନାହିଁ। ପରିଶ୍ରମ ଅନୁସାରେ ସଫଳତା ପାଇବେ।

ଧନୁ:  ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ବନ୍ଧୁଙ୍କ ସହ ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

କୁମ୍ଭ: ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନଯାନବାହନ କିଣିପାରନ୍ତି। ଘରକୁ ଅତିଥି ଆସିପାରନ୍ତି।

ମୀନ: ନୂତନ କାର୍ଯ୍ୟ ଆରମ୍ଭ କରିବାକୁ ପ୍ରେରଣା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story