୧୯ ଜୁଲାଇ, ଶୁକ୍ରବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବୃଷ: ଅଧିକ ପରିଶ୍ରମ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ। ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ। କର୍କଟ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। […]

ttttttttttttttttt

Tapaswini Nayak
  • Published: Friday, 19 July 2019
  • , Updated: 19 July 2019, 10:08 AM IST

ମେଷ: ଆତ୍ମବିଶ୍ୱାସ ବଢ଼ିବ। ଆର୍ଥିକ ସ୍ଥିତି ଭଲ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବୃଷ: ଅଧିକ ପରିଶ୍ରମ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଳସୁଆ ଅନୁଭବ କରିବେ।

ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ। ଶରୀର ସୁସ୍ଥ ରହିବ।

କର୍କଟ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚାନ୍ତ ହୋଇପାରନ୍ତି।

କନ୍ୟା: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।

ତୁଳା: ପରିବାରରେ ହସଖୁସିର ପରିବେଶ ରହିବ। ମାନ-ସମ୍ମାନ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବିଚ୍ଛା: ଦିନଟି ଭଲରେ କଟିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

ଧନୁ: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ବ୍ୟସ୍ତତା ଭିତରେ ଦିନଟି କଟିବ। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମୀନ: ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ବିବାହ ସ୍ଥିର ହୋଇପାରେ।

Related story