୧୯ ଅକ୍ଟୋବର,ଶନିବାର: ଶୁଭ ଖବର ଶୁଣି ପାରନ୍ତି

ମେଷ: ପିଲାମାନେ ପାଠପଢ଼ାରେ ସଫଳତା ପାଇବେ। ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅପରାହ୍ନରୁ ଚିନ୍ତିତ ରହିବେ। ମିଥୁନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। ବୌଦ୍ଧିକ ଚର୍ଚ୍ଚାରେ […]

ttttttttttttttttt

Tapaswini Nayak
  • Published: Saturday, 19 October 2019
  • , Updated: 19 October 2019, 07:21 AM IST

ମେଷ: ପିଲାମାନେ ପାଠପଢ଼ାରେ ସଫଳତା ପାଇବେ। ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଅପରାହ୍ନରୁ ଚିନ୍ତିତ ରହିବେ।

ମିଥୁନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦିଅନ୍ତୁ ନାହିଁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘର ପାଇଁ ଜିନିଷ କିଣି ପାରନ୍ତି। ଶୁଭ ଖବର ଶୁଣି ପାରନ୍ତି।

ତୁଳା: ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ।

ବିଚ୍ଛା: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଚିନ୍ତିତ ରହିବେ।

ଧନୁ: ଉପହାର ମିଳିବ। ବ୍ୟସ୍ତତା ଭିତରେ ରହିବେ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

ମକର: ବିବାହ ସ୍ଥିର ହୋଇପାରେ। ବ୍ୟବସାୟରେ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

କୁମ୍ଭ:  ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ପରିବାରରେ ହସଖୁସିର ପରିବେଶ ରହିବ।

ମୀନ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

Related story