୧ ଜୁନ୍‌, ଶନିବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଳସୁଆ ଅନୁଭବ କରିବେ। ମିଥୁନ: ମାନ-ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି। କର୍କଟ: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ। ସିଂହ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତିବ। ସ୍ୱାଦିଷ୍ଟ […]

astro

astro

Jyoshna Pradhan
  • Published: Saturday, 01 June 2019
  • Updated: 01 June 2019, 07:24 AM IST

Sports

Latest News

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅଳସୁଆ ଅନୁଭବ କରିବେ।

ମିଥୁନ: ମାନ-ସମ୍ମାନ ମିଳିବ। ପରିବାର ସଦସ୍ୟଙ୍କ ସହ ବାହାରକୁ ବୁଲି ଯାଇପାରନ୍ତି। ନୂଆ ପୋଷାକ କିଣିପାରନ୍ତି।

କର୍କଟ: ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

ସିଂହ: ପରିବାର ସଦସ୍ୟଙ୍କ ସହ ହସଖୁସିରେ ସମୟ ବିତିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଗହଣା କିଣିପାରନ୍ତି।

କନ୍ୟା: ଆୟଠାରୁ ବ୍ୟୟ ଅଧିକ ହେବ। ତରବରିଆ ହୋଇ କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ପିତାମାତାଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ବିଚ୍ଛା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ପଦୋନ୍ନତିର ଯୋଗ ରହିଛି। ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ଧନପ୍ରାପ୍ତି ଯୋଗ ରହିଛି। ଘରକୁ ଅତିଥି ଆସିପାରନ୍ତି। ମା’ ଲକ୍ଷ୍ମୀଙ୍କ ପୂଜା କରନ୍ତୁ।

ମକର: ମୁଣ୍ଡରେ ଯନ୍ତ୍ରଣା ହୋଇପାରେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି କଥାକୁ ନେଇ ସାଙ୍ଗମାନଙ୍କ ସହ ମତାନ୍ତର ହୋଇପାରେ।

କୁମ୍ଭ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମୀନ: ଦିନଟି ଭଲରେ କଟିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ। ଯାତ୍ରା କରନ୍ତୁ ନାହିଁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos