୨ ଅଗଷ୍ଟ,ଶୁକ୍ରବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧୈର୍ଯ୍ୟ ରଖନ୍ତୁ, ସଫଳତା ମିଳିବ। ପଦୋନ୍ନତି ଯୋଗ ରହିଛି। ମିଥୁନ: ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅପରାହ୍ନ ପରେ ଅସୁସ୍ଥ ଅନୁଭବ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତି ଯୋଗ […]

ttttttttttttttttt

ttttttttttttttttt

Jyoshna Pradhan
  • Published: Friday, 02 August 2019
  • Updated: 02 August 2019, 07:20 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ବୃଷ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଧୈର୍ଯ୍ୟ ରଖନ୍ତୁ, ସଫଳତା ମିଳିବ। ପଦୋନ୍ନତି ଯୋଗ ରହିଛି।

ମିଥୁନ: ଖାଦ୍ୟପେୟ ପ୍ରତି ଧ୍ୟାନ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କର୍କଟ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଅପରାହ୍ନ ପରେ ଅସୁସ୍ଥ ଅନୁଭବ କରିବେ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ।

ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଧନପ୍ରାପ୍ତି ଯୋଗ ରହିଛି। ନୂତନ ପୋଷାକ କିଣିପାରନ୍ତି।

କନ୍ୟା: କୌଣସି କାରଣରୁ ଚିନ୍ତିତ ରହିବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ତୁଳା: ପୈତୃକ ସମ୍ପତ୍ତିକୁ ନେଇ ବିବାଦ ଦେଖାଦେଇ ପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ବିଚ୍ଛା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ଧନୁ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। କୌଣସି ଧାର୍ମିକ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ମକର: ପରିବାରରେ ହସଖୁସିର ବାତାବରଣ ରହିବ। ଋଣ କରନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କୁମ୍ଭ: ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମାଲି-ମକଦ୍ଦମାରେ ବିଜୟୀ ହେବେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ: ଖର୍ଚ୍ଚ ବଢ଼ିବ। ବିବାହ ସ୍ଥିର ହୋଇପାରେ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story