ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।
ବୃଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ନୂତନ ବସ୍ତ୍ର କିଣିପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।
ମିଥୁନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ।
କର୍କଟ: ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅସୁସ୍ଥ ଅନୁଭବ କରିବେ।
ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।
କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଭାଗ୍ୟ ବୃଦ୍ଧି ହେବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି।
ତୁଳା: ଖର୍ଚ୍ଚ ବଢ଼ିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ।
ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି।
ଧନୁ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ପଦୋନ୍ନତିର ଯୋଗ ରହିଛି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।
ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।
କୁମ୍ଭ: ମନ ଖୁସି ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।
ମୀନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।