ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।
ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।
ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।
କର୍କଟ: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।
ସିଂହ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
କନ୍ୟା: ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।
ତୁଳା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।
ବିଚ୍ଛା: ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।
ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।
ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।
ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।