୨୦ ଅଗଷ୍ଟ, ମଙ୍ଗଳବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ଯାନବାହନ କିଣିପାରନ୍ତି।

ମିଥୁନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

ତୁଳା: ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

ଧନୁ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ମନ ଖୁସି ରହିବ।ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ମୀନ:  ମାନ-ସମ୍ମାନ ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ଆହୁରି ପଢ଼ନ୍ତୁ

ହାଇଦ୍ରାବାଦକୁ ଜିତାଇଲେ ମନୀଷ ପାଣ୍ଡେ-ବିଜୟ ଶଙ୍କର

ସନରାଇଜର୍ସ ଆଗରେ ୧୫୫ ରନର ଟାର୍ଗେଟ୍ ରଖିଲା ରାଜସ୍ଥାନ ରୟାଲ୍ସ

ପ୍ରଥମେ ବୋଲିଂ କରିବ ହାଇଦ୍ରାବାଦ: ୱିଲିୟମସନ ଆଉଟ, ହୋଲ୍‌ଡର ଇନ୍‌

କୋଭିସିଲ୍ଡ ଟିକାକୁ ଝଟକା; କ୍ଲିନିକାଲ ଟ୍ରାଏଲ ବେଳେ ଆଖି ବୁଜିଲେ ଡାକ୍ତର

ପିଆଜ ଦର ନିୟନ୍ତ୍ରଣ ପାଇଁ ସରକାରଙ୍କ ନୂଆ ପଦକ୍ଷେପ

୨୨ଅକ୍ଟୋବର, ଗୁରୁବାର: ଶରୀରରେ ଆଘାତ ଲାଗିପାରେ

ସିରାଜ ଓ ଚହଲଙ୍କ ଚମକ, ୮୪ ରନରେ ଅଟକିଲା କୋଲକାତା

ଟସ୍ ଜିତିଲା କେକେଆର୍, ରସେଲ୍‌ ଆଉଟ୍

ଚେନ୍ନାଇକୁ ବଡ଼ ଝଟକା: ଆଇପିଏଲରୁ ବ୍ରାଭୋ ଆଉଟ

ରିଲିଜ୍ ପୂର୍ବରୁ ବିବାଦରେ ଫସିଲା ଅକ୍ଷୟ ଓ କିଆରାଙ୍କ ଫିଲ୍ମ ‘ଲକ୍ଷ୍ମୀ ବମ୍’

କରୋନା ଚିକିତ୍ସାରେ କାମ ଦେଉନି ପ୍ଲାଜମା ଥେରାପି

୨୧ଅକ୍ଟୋବର,ବୁଧବାର; କଥା ଉପରେ ନିୟନ୍ତ୍ରଣ ରଖନ୍ତୁ