୨୦ ଜୁଲାଇ, ଶନିବାର: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ

ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ବୃଷ: ଆର୍ଥିକ ସଙ୍କଟ ଦେଖାଦେଇପାରେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ମିଥୁନ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିବାହ ସ୍ଥିର ହୋଇପାରେ। କର୍କଟ:  ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ନୂତନ ଯାନବାହନ କିଣିପାରନ୍ତି। ଅଧିକ ପରିଶ୍ରମ କରିବେ। ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶକୁ […]

astro

Jyoshna Pradhan
  • Published: Saturday, 20 July 2019
  • , Updated: 20 July 2019, 07:34 AM IST

ମେଷ: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ।

ବୃଷ: ଆର୍ଥିକ ସଙ୍କଟ ଦେଖାଦେଇପାରେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମିଥୁନ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିବାହ ସ୍ଥିର ହୋଇପାରେ।

କର୍କଟ:  ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ନୂତନ ଯାନବାହନ କିଣିପାରନ୍ତି। ଅଧିକ ପରିଶ୍ରମ କରିବେ।

ସିଂହ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।

କନ୍ୟା:  ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ତୁଳା: ହସଖୁସିରେ ସମୟ ବିତାଇବେ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: ମନ ପ୍ରଫୁଲ୍ଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ଆଧ୍ୟାତ୍ମିକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଉପହାର ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ମକର: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅଟକି ଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ମୀନ: ଖର୍ଚ୍ଚ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

Related story