୨୦ ଜୁନ୍‌, ଗୁରୁବାର: ମିଠା କଥା କହି ଲୋକଙ୍କ ମନ ଜିତିବେ

ମେଷ:  ଶରୀର ଫୂର୍ତ୍ତି ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ। ଆର୍ଥିକ ସ୍ଥିତି ଭଲ ରହିବ। ବୃଷ:  ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ। ମିଥୁନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। କର୍କଟ: ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମନ ଖୁସି ରହିବ। ଘରେ ହସଖୁସିର ପରିବେଶ ରହିବ। ସିଂହ:  ଦାମ୍ପତ୍ୟ ଜୀବନ ଖୁସିରେ କଟିବ। […]

astro

Jyoshna Pradhan
  • Published: Thursday, 20 June 2019
  • , Updated: 20 June 2019, 07:27 AM IST

ମେଷ:  ଶରୀର ଫୂର୍ତ୍ତି ରହିବ। ବନ୍ଧୁଙ୍କଠାରୁ ଉପହାର ପାଇ‍ବେ। ଆର୍ଥିକ ସ୍ଥିତି ଭଲ ରହିବ।

ବୃଷ:  ଶୁଭ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମିଠା କଥା କହି ଲୋକଙ୍କ ମନ ଜିତିବେ।

ମିଥୁନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

କର୍କଟ: ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ମନ ଖୁସି ରହିବ। ଘରେ ହସଖୁସିର ପରିବେଶ ରହିବ।

ସିଂହ:  ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ଘରକୁ ଅତିଥି ଆସିପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ବସ୍ତ୍ର କିଣିପାରନ୍ତି।

ତୁଳା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଅନୈତିକ କାର୍ଯ୍ୟ ଠାରୁ ଦୂରେଇ ରୁହନ୍ତୁ। ନୂତନ ଯାନବାହନ କିଣିପାରନ୍ତି।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ।

ଧନୁ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମକର: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଅଳସୁଆ ଅନୁଭବ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମୀନ: ମାଲି ମକଦ୍ଦମାରେ ବିଜୟୀ ହେବେ। ମାନ-ସମ୍ମାନ ମିଳିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

 

Related story