୨୧ ମାର୍ଚ୍ଚ, ଶନିବାର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ:  ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ବୃଷ:   ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମିଥୁନ: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। କର୍କଟ:   ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ସିଂହ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। କନ୍ୟା:  ପରିବାର ସଦସ୍ୟଙ୍କ […]

astro-1-

Niharika Rout
  • Published: Saturday, 21 March 2020
  • , Updated: 21 March 2020, 07:28 AM IST

ମେଷ:  ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ବୃଷ:   ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ।

କର୍କଟ:   ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ସିଂହ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା:  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ତୁଳା:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲି ମକଦ୍ଦମାରେ ବିଜୟୀ ହେବେ।

ଧନୁ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମକର:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

କୁମ୍ଭ:  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମୀନ:  ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

Related story