୨୧ ଜୁନ୍‌, ଶୁକ୍ରବାର: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ

ମେଷ:  ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଅଧିକ ପରିଶ୍ରମ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ବୃଷ: ମନ ଖୁସି ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। କର୍କଟ: ଦିନଟି ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି। ସିଂହ: ମାନ-ସମ୍ମାନ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ସୁସ୍ଥ ରହିବେ। କନ୍ୟା: ବନ୍ଧୁଙ୍କ ସହ […]

astro

Jyoshna Pradhan
  • Published: Friday, 21 June 2019
  • , Updated: 21 June 2019, 07:25 AM IST

ମେଷ:  ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ଅଧିକ ପରିଶ୍ରମ କରିବେ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ବୃଷ: ମନ ଖୁସି ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମିଥୁନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ।

କର୍କଟ: ଦିନଟି ଭଲରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ନୂତନ ପୋଷାକ କିଣିପାରନ୍ତି।

ସିଂହ: ମାନ-ସମ୍ମାନ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ସୁସ୍ଥ ରହିବେ।

କନ୍ୟା: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇ‍ବେ। ଆତ୍ମବିଶ୍ୱାସ ବଢ଼ିବ। ଛାତିରେ ଯନ୍ତ୍ରଣା ଅନୁଭବ କରିବେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ଧନୁ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ପ୍ରତ୍ୟେକ କାର୍ଯ୍ୟରେ ସଫଳତା ମିଳିବ। ଧାର୍ମିକ କାର୍ଯ୍ୟରେ ରୁଚି ବଢ଼ିବ। ଦୁର୍ଘଟଣା ଯୋଗ ରହିଛି, ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ଶୁଭ ଖବର ଶୁଣି ପାରନ୍ତି। ଧନପ୍ରାପ୍ତିର ଯୋଗ ରହିଛି।

Related story