୨୨ ଜୁଲାଇ, ସୋମବାର: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁଙ୍କ ସହ ସମୟ ବିତାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ। କର୍କଟ: ଦିନଟି ଭଲରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସିଂହ: ମାଲିମକଦ୍ଦମାଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। କନ୍ୟା: ପରିବାର […]

astro

astro

Jyoshna Pradhan
  • Published: Monday, 22 July 2019
  • Updated: 22 July 2019, 07:16 AM IST

Sports

Latest News

ମେଷ: ଆର୍ଥିକ ସ୍ଥିତି ଭଲ ରହିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ପରିବାରରେ ହସଖୁସିର ବାତାବରଣ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: କାର୍ଯ୍ୟକ୍ଷେତ୍ରରେ ସଫଳତା ପାଇବେ। ବନ୍ଧୁଙ୍କ ସହ ସମୟ ବିତାଇବେ। ଜୀବନସାଥୀଙ୍କ ସହଯୋଗ ମିଳିବ।

କର୍କଟ: ଦିନଟି ଭଲରେ କଟିବ। ଘରକୁ ଅତିଥି ଆସିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ସିଂହ: ମାଲିମକଦ୍ଦମାଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ।

କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ତୁଳା: ମାନ-ସମ୍ମାନ ମିଳିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

ଧନୁ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମକର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣିପାରନ୍ତି। ନୂତନ ଯାନବାହନ କିଣି ପାରନ୍ତି।

କୁମ୍ଭ: ମନ ବିଚଳିତ ରହିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅପରାହ୍ଣ ପରେ ଖୁସି ଖବର ଶୁଣି ପାରନ୍ତି।

ମୀନ: ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କ ଠାରୁ ବିଜୟୀ ହେବେ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story