୨୨ ଜୁନ୍‌, ଶନିବାର: ଅଧିକ ପରିଶ୍ରମ କରିବେ

ମେଷ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ବାତାବରଣ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ମିଥୁନ: ଶରୀର ସୁସ୍ଥ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କର୍କଟ: ଅଧିକ ପରିଶ୍ରମ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ସିଂହ: ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ତରବରିଆ ହୋଇ […]

astro

astro

Jyoshna Pradhan
  • Published: Saturday, 22 June 2019
  • Updated: 22 June 2019, 07:27 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ପରିବାରରେ ହସଖୁସିର ବାତାବରଣ ରହିବ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରିବାକୁ ଯୋଜନା କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମିଥୁନ: ଶରୀର ସୁସ୍ଥ ରହିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କର୍କଟ: ଅଧିକ ପରିଶ୍ରମ କରିବେ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ସିଂହ: ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା: ଭାଗ୍ୟ ବୃଦ୍ଧି ହେବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଅସୁସ୍ଥ ଅନୁଭବ କରିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇ ପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ଧନୁ: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।

ମକର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଦାମ୍ପତ୍ୟ ଜୀବନ ଭଲରେ କଟିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

କୁମ୍ଭ: ପଦୋନ୍ନତିର ଯୋଗ ରହିଛି। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ଯାନବାହନ କିଣିପାରନ୍ତି।

ମୀନ: ଶୁଭ ଖବର ଶୁଣି ପାରନ୍ତି। ଧାର୍ମିକ ସ୍ଥାନକୁ ଯାଇପାରନ୍ତି। ଅଳସୁଆ ଅନୁଭବ କରିବେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story