/odisha-reporter/media/post_attachments/uploads/2020/02/astro-1-2-300x172-1-300x172-2.jpg)
astro-1-2-300x172-1-300x172
ମେଷ: ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।
ବୃଷ: ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।
ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।
କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।
ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।
କନ୍ୟା: ଋଣ ଦିଅନ୍ତୁ ନାହିଁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ବିବାହ ସ୍ଥିର ହୋଇପାରେ।
ତୁଳା: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ବିଚ୍ଛା: ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।
ଧନୁ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।
ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।
କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।
ମୀନ: ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
