Advertisment

୨୩ ଫେବ୍ରୁଆରୀ, ରବିବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ:  ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ:  ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ […]

୨୭ ଫେବ୍ରୁଆରୀ,ଗୁରୁବାର: ମାନ-ସମ୍ମାନ ମିଳିବ

astro-1-2-300x172-1-300x172

Advertisment

ମେଷ:  ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

Advertisment

ବୃଷ:  ଧନପ୍ରାପ୍ତି ଯୋଗ ରହିଛି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

Advertisment

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ସିଂହ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

 କନ୍ୟା:  ଋଣ ଦିଅନ୍ତୁ ନାହିଁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ବିବାହ ସ୍ଥିର ହୋଇପାରେ।

ତୁଳା:  ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ବିଚ୍ଛା: ମନ ଖୁସି ରହିବ। ଆତ୍ମବିଶ୍ୱାସ ବଢ଼ିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ଧନୁ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ମକର: ଜୀବନସାଥୀଙ୍କ ସହଯୋଗ ମିଳିବ। ବିବାହ ସ୍ଥିର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ।

କୁମ୍ଭ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମୀନ:  ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। ଘରକୁ ଅତିଥି ଆସିପାରନ୍ତି। ସ୍ୱାଦିଷ୍ଟ ଖାଦ୍ୟ ଖାଇ ପାରନ୍ତି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe