ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଭାଗ୍ୟ ବୃଦ୍ଧି ହେବ।
ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।
ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ ।
କର୍କଟ: ଶରୀର ସୁସ୍ଥ ରହିବ। ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।
ସିଂହ: ଘରକୁ ଅତିଥି ଆସିପାରନ୍ତି। ମାଆଙ୍କ ସହ ମତାନ୍ତର ହୋଇପାରେ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।
କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ଗୁରୁଜନଙ୍କ ଆର୍ଶୀବାଦ ମିଳିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।
ତୁଳା: ମନୋବଳ ଦୁର୍ବଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।
ବିଚ୍ଛା: ଉପହାର ମିଳିବ। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।
ଧନୁ: ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।
ମକର: ବିବାହ ସ୍ଥିର ହୋଇପାରେ। ଋଣ ଦିଅନ୍ତୁ ନାହିଁ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।
କୁମ୍ଭ: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।
ମୀନ: ମନ ବିଚଳିତ ରହିବ। ଅଳସୁଆ ଅନୁଭବ କରିବେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।