୨୩ ମାର୍ଚ୍ଚ ସୋମବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ।  ଘରେ ପୂଜା ପାଠ କରିପାରନ୍ତି। ବୃଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି। ମିଥୁନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ସିଂହ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। […]

bbsr

bbsr

Jyoshna Pradhan
  • Published: Monday, 23 March 2020
  • Updated: 23 March 2020, 09:59 AM IST

Sports

Latest News

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଘରେ ହସଖୁସିର ପରିବେଶ ରହିବ।  ଘରେ ପୂଜା ପାଠ କରିପାରନ୍ତି।

ବୃଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

ମିଥୁନ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ସିଂହ: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

କନ୍ୟା:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ତୁଳା: ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ଧନୁ: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

କୁମ୍ଭ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ମନ ଖୁସି ରହିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ମୀନ:  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାନ-ସମ୍ମାନ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos