୨୫ ଜୁନ୍, ମଙ୍ଗଳବାର: ଜଳାଶୟ ଠାରୁ ଦୂରେଇ ରୁହନ୍ତୁ

ମେଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବାପାଙ୍କ ସହଯୋଗ ମିଳିବ। ବୃଷ: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ […]

astro-1-1-730x430-1-730x430-1-730x430-1-730x430-1-730x430

Jyoshna Pradhan
  • Published: Tuesday, 25 June 2019
  • , Updated: 25 June 2019, 07:26 AM IST

ମେଷ: ଦିନଟି ଭଲରେ କଟିବ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବାପାଙ୍କ ସହଯୋଗ ମିଳିବ।

ବୃଷ: ପଦୋନ୍ନତିର ଯୋଗ ରହିଛି। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ମିଥୁନ: ଅସୁସ୍ଥ ଅନୁଭବ କରିପାରନ୍ତି। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

ସିଂହ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅଳସୁଆ ଅନୁଭବ କରିବେ।

କନ୍ୟା: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ତୁଳା: ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ମାନ-ସମ୍ମାନ ମିଳିବ।

ବିଚ୍ଛା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମାନ-ସମ୍ମାନ ମିଳିବ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି।

ମୀନ: ଋଣ ଦିଅନ୍ତୁ ନାହିଁ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

Related story