୨୬ ଜାନୁଆରୀ, ରବିବାର: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ:  ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟକ୍ଷେତ୍ରରେ ଥିବା ଲୋକଙ୍କୁ ଆଶାମୁତାବକ ଲାଭ ମିଳି ନ ପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମିଥୁନ: ଦିନଟି ଭଲରେ ଆରମ୍ଭ ହେବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ […]

astro-750x400

Jyoshna Pradhan
  • Published: Sunday, 26 January 2020
  • , Updated: 26 January 2020, 07:13 AM IST

ମେଷ:  ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ବୃଷ: ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ବ୍ୟବସାୟକ୍ଷେତ୍ରରେ ଥିବା ଲୋକଙ୍କୁ ଆଶାମୁତାବକ ଲାଭ ମିଳି ନ ପାରେ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ମିଥୁନ: ଦିନଟି ଭଲରେ ଆରମ୍ଭ ହେବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। ଆୟ ଅନୁସାରେ ବ୍ୟୟ ବଢ଼ିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ଅପରାହ୍ଣଠାରୁ ଦିନଟି ଭଲରେ କଟିବ। ସ୍ୱାସ୍ଥ୍ୟ ଭଲ ରହିବ। ଶୁଭ ଖବର ଶୁଣି ପାରନ୍ତି।

କନ୍ୟା: ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ତୁଳା:  ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ। ପରିବାର ଲୋକଙ୍କ ସହ ହସଖୁସିରେ ଦିନଟି କାଟିବେ।ଖର୍ଚ୍ଚ ବଢ଼ିବ।

ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇ ପାରନ୍ତି।

ଧନୁ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ। ଅଧିକ ଅର୍ଥ ଖର୍ଚ୍ଚ ହୋଇପାରେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। ମନୋରଞ୍ଜନ କାର୍ଯ୍ୟକ୍ରମରେ ସାମିଲ ହୋଇପାରନ୍ତି।

ମୀନ: ଦିନଟି ଭଲରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ଅଯଥାରେ କୌଣସି ବିବାଦୀୟ ପ୍ରସଙ୍ଗରେ ପସନ୍ତୁ ନାହିଁ।

Related story