୨୬ ମାର୍ଚ୍ଚ,ଗୁରୁବାର: ଅଳସୁଆ ଅନୁଭବ କରିବେ

ମେଷ:  ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ। ମାଲି-ମକଦ୍ଦମାରେ ବିଜୟୀ ହେବେ। ବୃଷ:  କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତି ଯୋଗ ରହିଛି। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।  ପିଲାଙ୍କୁ ନେଇ ଚିନ୍ତିତ ରହିବେ। କର୍କଟ:  ମା’ଙ୍କ ସହଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ପରିବାରରେ ହସଖୁସିର ପରିବେଶ ରହିବ। ସିଂହ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। […]

astrology

Jyoshna Pradhan
  • Published: Thursday, 26 March 2020
  • , Updated: 26 March 2020, 01:52 PM IST

ମେଷ:  ଦିନଟି ଭଲରେ କଟିବ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ। ମାଲି-ମକଦ୍ଦମାରେ ବିଜୟୀ ହେବେ।

ବୃଷ:  କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପଦୋନ୍ନତି ଯୋଗ ରହିଛି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।  ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।  ପିଲାଙ୍କୁ ନେଇ ଚିନ୍ତିତ ରହିବେ।

କର୍କଟ:  ମା’ଙ୍କ ସହଯୋଗ ମିଳିବ। କାର୍ଯ୍ୟକ୍ଷେତ୍ରରେ ପ୍ରଂଶସିତ ହେବେ। ପରିବାରରେ ହସଖୁସିର ପରିବେଶ ରହିବ।

ସିଂହ: ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କନ୍ୟା: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖର୍ଚ୍ଚାନ୍ତରେ ପଡ଼ିପାରନ୍ତି। ହଳଦିଆ ବସ୍ତ୍ର ଦାନ କରନ୍ତୁ।

ତୁଳା:  ପରିବାର ସଦସ୍ୟଙ୍କ ସହ ଖୁସିରେ ଦିନଟି କଟିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତିର ଯୋଗ ରହିଛି।

ବିଚ୍ଛା: ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

ଧନୁ:  ଛାତିରେ ଯନ୍ତ୍ରଣା ଅନୁଭବ କରି ପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମକର: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ପରିବାର ସଦସ୍ୟଙ୍କ ସହ ଝଗଡ଼ା ହୋଇପାରେ। ଇଶ୍ୱରଙ୍କୁ ଆରଧନା କରନ୍ତୁ।

କୁମ୍ଭ: ବନ୍ଧୁଙ୍କ ସହଯୋଗ ମିଳିବ। ସୁସ୍ୱାଦୁ ଖାଦ୍ୟ ଖାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଆନ୍ତୁ ନାହିଁ।

Related story