୨୬ ଅକ୍ଟୋବର,ଶନିବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବୃଷ:  ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ମିଥୁନ: ଘରେ ହସଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ […]

astro-ok-new-4

astro-ok-new-4

Jyoshna Pradhan
  • Published: Saturday, 26 October 2019
  • Updated: 26 October 2019, 10:45 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ବୃଷ:  ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

ମିଥୁନ: ଘରେ ହସଖୁସିର ପରିବେଶ ରହିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅସୁସ୍ଥ ଅନୁଭବ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନ-ସମ୍ମାନ ମିଳିବ।

ତୁଳା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ମାଲି ମକଦ୍ଦମାରେ ବିଜୟୀ ହେବେ। ଯାନବାହନ କିଣିପାରନ୍ତି।  ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ଧନୁ: ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ମକର: ବିବାହ ସ୍ଥିର ହୋଇପାରେ। ଅଳସୁଆ ଅନୁଭବ କରିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ମୀନ: ବ୍ୟସ୍ତତା ଭିତରେ ଦିନଟି କଟିବ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story