୨୭ ଜାନୁଆରୀ, ସୋମବାର: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ

ମେଷ:  ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପିଲାମାନେ ପାଠପଢ଼ାରେ ସଫଳତା ପାଇବେ। ବୃଷ:  ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅପରାହ୍ନରୁ ଚିନ୍ତିତ ରହିବେ। ମିଥୁନ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି […]

astro-750x400

Jyoshna Pradhan
  • Published: Monday, 27 January 2020
  • , Updated: 27 January 2020, 07:19 AM IST

ମେଷ:  ନୂତନ ବସ୍ତ୍ର କିଣି ପାରନ୍ତି। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପିଲାମାନେ ପାଠପଢ଼ାରେ ସଫଳତା ପାଇବେ।

ବୃଷ:  ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଅପରାହ୍ନରୁ ଚିନ୍ତିତ ରହିବେ।

ମିଥୁନ: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

ସିଂହ: ଆର୍ଥିକ ସ୍ଥିତି ଭଲ ରହିବ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାରେ ଯୋଗ ଦିଅନ୍ତୁ ନାହିଁ।

କନ୍ୟା: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଶୁଭ ଖବର ଶୁଣି ପାରନ୍ତି। ଘର ପାଇଁ ଜିନିଷ କିଣି ପାରନ୍ତି।

ତୁଳା: ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି।

ବିଚ୍ଛା: ଯାନବାହନ ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ। ଚିନ୍ତିତ ରହିବେ।

ଧନୁ:  ବ୍ୟସ୍ତତା ଭିତରେ ରହିବେ। ଉପହାର ମିଳିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଖର୍ଚ୍ଚ ବଢ଼ିବ।

ମକର: ବିବାହ ସ୍ଥିର ହୋଇପାରେ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ବ୍ୟବସାୟରେ ଲାଭ ମିଳିବ।

କୁମ୍ଭ:  ମାନ-ସମ୍ମାନ ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

ମୀନ: ଦିନଟି ଭଲରେ କଟିବ। ଶରୀର ସୁସ୍ଥ ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

Related story