୨୭ ଜୁଲାଇ, ଶନିବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ବୃଷ: ଅଧିକ ପରିଶ୍ରମ କରିବେ। ମିଠା କଥା କହି ଲୋକଙ୍କ ମନ କିଣିବେ। ପାଚନ ତନ୍ତ୍ରରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ମିଥୁନ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। କର୍କଟ: ସମସ୍ତ କାର୍ଯ୍ୟରେ ସଫଳତା ମଳିବ। ପରିବାରରେ ହସଖୁସିର ପରିବେଶ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସିଂହ: ମନ ଖୁସି […]

astro-ok-new

Jyoshna Pradhan
  • Published: Saturday, 27 July 2019
  • , Updated: 27 July 2019, 07:15 AM IST

ମେଷ: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ।

ବୃଷ: ଅଧିକ ପରିଶ୍ରମ କରିବେ। ମିଠା କଥା କହି ଲୋକଙ୍କ ମନ କିଣିବେ। ପାଚନ ତନ୍ତ୍ରରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମିଥୁନ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କର୍କଟ: ସମସ୍ତ କାର୍ଯ୍ୟରେ ସଫଳତା ମଳିବ। ପରିବାରରେ ହସଖୁସିର ପରିବେଶ ରହିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ସିଂହ: ମନ ଖୁସି ରହିବ। କୌଣସି କଥାକୁ ନେଇ ଦ୍ୱନ୍ଦ୍ୱରେ ରହିପାରନ୍ତି। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବେ।

କନ୍ୟା: ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଜଳାଶୟଠାରୁ ଦୂରେଇ ରୁହନ୍ତୁ।

ବିଚ୍ଛା: ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ। ଛାତ୍ରଛାତ୍ରୀ ପରୀକ୍ଷାରେ ସଫଳତା ପାଇବେ।

ଧନୁ: ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଉଚ୍ଚ ଅଧିକାରୀଙ୍କ ସହଯୋଗ ମିଳିବ। ମାନ-ସମ୍ମାନ ମିଳିବ।

ମକର: ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଆଧ୍ୟାତ୍ମକ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଖର୍ଚ୍ଚ ବଢ଼ିବ।

ମୀନ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ନୂତନ ବସ୍ତ୍ର କିଣିପାରନ୍ତି। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି।

Related story