୨୭ ମାର୍ଚ୍ଚ ଶୁକ୍ରବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ:  ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। ବୃଷ: ଅଳସୁଆ ଅନୁଭବ କରିବେ।  ଇଶ୍ୱରଙ୍କୁ ଆରଧନା କରନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମିଥୁନ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ । ପରିବାରରେ ହସଖୁସିର ପରିବେଶ ରହିବ। ଖର୍ଚ୍ଚ ବଢ଼ିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ। ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କନ୍ୟା:  କିଛି ନୂଆ […]

astrological

astrological

Jyoshna Pradhan
  • Published: Friday, 27 March 2020
  • Updated: 27 March 2020, 07:46 AM IST

ମେଷ:  ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

ବୃଷ: ଅଳସୁଆ ଅନୁଭବ କରିବେ।  ଇଶ୍ୱରଙ୍କୁ ଆରଧନା କରନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ । ପରିବାରରେ ହସଖୁସିର ପରିବେଶ ରହିବ। ଖର୍ଚ୍ଚ ବଢ଼ିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ।

ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କନ୍ୟା:  କିଛି ନୂଆ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଋଣ ଦିଅନ୍ତୁ ନାହିଁ।  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଅସୁସ୍ଥ ଅନୁଭବ କରିବେ।

ବିଚ୍ଛା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ଧନୁ:  ଆର୍ଥିକ ସ୍ଥିତି ଭଲ ରହିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର:  ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦ୍ୱନ୍ଦ୍ୱ ଭିତରେ ରହିବେ।

କୁମ୍ଭ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ମୀନ:  ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। 

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story