ମେଷ: ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।
ବୃଷ: ଅଳସୁଆ ଅନୁଭବ କରିବେ। ଇଶ୍ୱରଙ୍କୁ ଆରଧନା କରନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।
ମିଥୁନ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ । ପରିବାରରେ ହସଖୁସିର ପରିବେଶ ରହିବ। ଖର୍ଚ୍ଚ ବଢ଼ିବ।
କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ।
ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।
କନ୍ୟା: କିଛି ନୂଆ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଋଣ ଦିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।
ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଅସୁସ୍ଥ ଅନୁଭବ କରିବେ।
ବିଚ୍ଛା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।
ଧନୁ: ଆର୍ଥିକ ସ୍ଥିତି ଭଲ ରହିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।
ମକର: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦ୍ୱନ୍ଦ୍ୱ ଭିତରେ ରହିବେ।
କୁମ୍ଭ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।
ମୀନ: ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।