୨୭ ଜୁନ୍‌, ଗୁରୁବାର: ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ

ମେଷ: ଆଜି ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ବୃଷ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ନିବେଶ ଉପରେ ଆଲୋଚନା କରିପାରନ୍ତି। ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କାହାକୁ ଋଣ ଦିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। କର୍କଟ: ବ୍ୟବସାୟ କ୍ଷେତ୍ରରେ ଆଶାମୁତାବକ ଲାଭ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ […]

astro-1-1-730x430-1-730x430-1-730x430-1-730x430-1-730x430

astro-1-1-730x430-1-730x430-1-730x430-1-730x430-1-730x430

Tapaswini Nayak
  • Published: Thursday, 27 June 2019
  • Updated: 27 June 2019, 07:24 AM IST

Sports

Latest News

ମେଷ: ଆଜି ଦିନଟି ଭଲରେ କଟିବ। ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

ବୃଷ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ। ବ୍ୟବସାୟ କ୍ଷେତ୍ରରେ ଅର୍ଥ ନିବେଶ ଉପରେ ଆଲୋଚନା କରିପାରନ୍ତି।

ମିଥୁନ: କାର୍ଯ୍ୟରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କାହାକୁ ଋଣ ଦିଅନ୍ତୁ ନାହିଁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କର୍କଟ: ବ୍ୟବସାୟ କ୍ଷେତ୍ରରେ ଆଶାମୁତାବକ ଲାଭ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବନ୍ଧୁଙ୍କ ସହଯୋଗ ମିଳିବ।

ସିଂହ: ସମାଜରେ ମାନ-ସମ୍ମାନ ଓ ପ୍ରତିଷ୍ଠା ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ନୂଆ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଘର ପାଇଁ କୌଣସି ଦାମୀ ଜିନିଷ କିଣି ପାରନ୍ତି।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିବେ।

ତୁଳା: ସ୍ୱାସ୍ଥ୍ୟ ଭଲ ରହିବ। ମନ ପ୍ରସନ୍ନ ରହିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ବିଛା: କାର୍ଯ୍ୟ ବ୍ୟସ୍ତତା ଭିତରେ ଦିନଟି କଟିବ। ଆତ୍ମବିଶ୍ୱାସ ବଢ଼ିବ। ତରବର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ପିଲାଙ୍କୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: ପରିବାରରେ ଭଲ ବାତାବରଣ ରହିବ। ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ। ଯାନବାହନ କିଣିବାର ଯୋଗ ରହିଛି।

ମକର: ସାଙ୍ଗସାଥୀଙ୍କ ସହ ଦିନଟି ହସଖୁସିରେ କଟିବ। ଭାଇଙ୍କଠାରୁ ପରାମର୍ଶ ନେଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ସ୍ୱାସ୍ଥ୍ୟ ଭଲ ରହିବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ମୀନ: ଚିନ୍ତାମୁକ୍ତ ରହିବେ। ବ୍ୟବସାୟରେ ଲାଗି ରହିଥିବା ସମସ୍ୟା ଦୂର ହେବ। ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos