୨୮ ଜାନୁଆରୀ,ମଙ୍ଗଳବାର: ଜଳାଶୟଠାରୁ ଦୂରେଇ ରୁହନ୍ତୁ

ମେଷ: ଋଣ ଦିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ। ବୃଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ। ମିଥୁନ: ମନ ଖୁସି ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ। କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଆସି ପାରନ୍ତି। ପଦୋନ୍ନତିର ଯୋଗ ରହିଛି। ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟର ଯତ୍ନ […]

astro-750x400

astro-750x400

Jyoshna Pradhan
  • Published: Tuesday, 28 January 2020
  • Updated: 28 January 2020, 07:14 AM IST

Sports

Latest News

ମେଷ: ଋଣ ଦିଅନ୍ତୁ ନାହିଁ। ଅସୁସ୍ଥ ଅନୁଭବ କରିବେ। ଧାର୍ମିକ କାର୍ଯ୍ୟରେ ଅର୍ଥ ଖର୍ଚ୍ଚ ହୋଇପାରେ।

ବୃଷ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ବନ୍ଧୁଙ୍କ ସହିତ ସମୟ ବିତାଇବେ।

ମିଥୁନ: ମନ ଖୁସି ରହିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ପରିବାରରେ ହସଖୁସିର ପରିବେଶ ରହିବ।

କର୍କଟ: ଭାଗ୍ୟ ବୃଦ୍ଧି ହେବ। ବିଦେଶରୁ ଖୁସି ଖବର ଆସି ପାରନ୍ତି। ପଦୋନ୍ନତିର ଯୋଗ ରହିଛି।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କନ୍ୟା:  ନୂତନ ବସ୍ତ୍ର କିଣିପାରନ୍ତି। ତରବରିଆ ଭାବେ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ।

ତୁଳା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ସହକର୍ମୀଙ୍କଠୁ ସହଯୋଗ ପାଇବେ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ବିଚ୍ଛା: ଶରୀର ଫୂର୍ତ୍ତି ରହିବ। ଜଳାଶୟଠାରୁ ଦୂରେଇ ରୁହନ୍ତୁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ଧନୁ:  ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ମକର: ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଅଳସୁଆ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମାଆଙ୍କ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମୀନ: ପର୍ଯ୍ୟଟନସ୍ଥଳୀକୁ ବୁଲିବାକୁ ଯାଇପାରନ୍ତି। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story