୨୮ ଜୁଲାଇ, ରବିବାର: ମନରେ ଦ୍ୱନ୍ଦ୍ୱ ରହିବ

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଗୁରୁତ୍ୱପୁର୍ଣ୍ଣ […]

astro-ok-new

Jyoshna Pradhan
  • Published: Sunday, 28 July 2019
  • , Updated: 28 July 2019, 07:10 AM IST

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପିଲାମାନେ ଖେଳକୁଦରେ ମନ ବଳାଇବେ।

କନ୍ୟା: ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଗଣେଶଙ୍କୁ ପୂଜା କରନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ଅପରାହ୍ଣ ପରେ ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଗହଣା କିଣିପାରନ୍ତି।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି।  କୌଣସି ଖୁସି ଖବର ଶୁଣିପାରନ୍ତି।

ମକର: ମାଲିମକଦ୍ଦମାରେ ବିଜୟୀ ହେବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ:  ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତି।

ମୀନ: ଜୀବନସାଥିଙ୍କ ସହଯୋଗ ମିଳିବ। ଉପହାର ମିଳିପାରେ। ଘରକୁ ଅତିଥି ଆସିପାରନ୍ତି।

Related story