୨୮ ଅଗଷ୍ଟ, ବୁଧବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି। ବୃଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କର୍କଟ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା […]

astro

astro

Tapaswini Nayak
  • Published: Wednesday, 28 August 2019
  • Updated: 28 August 2019, 07:26 AM IST

ମେଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

ବୃଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କର୍କଟ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

କନ୍ୟା: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ତୁଳା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି।

ବିଚ୍ଛା: ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

ମକର: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story