୨୮ ଅଗଷ୍ଟ, ବୁଧବାର: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ

ମେଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି। ବୃଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ମିଥୁନ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। କର୍କଟ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ। ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା […]

astro

Tapaswini Nayak
  • Published: Wednesday, 28 August 2019
  • , Updated: 28 August 2019, 07:26 AM IST

ମେଷ: ବ୍ୟବସାୟରେ ଆଶାମୁତବାକ ଲାଭ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି।

ବୃଷ: ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ମିଥୁନ: ଅସୁସ୍ଥ ଅନୁଭବ କରିବେ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ।

କର୍କଟ: ବୌଦ୍ଧିକ ଚର୍ଚ୍ଚାରେ ସାମିଲ ହୋଇପାରନ୍ତି। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ସହକର୍ମୀଙ୍କ ସହଯୋଗ ମିଳିବ।

ସିଂହ: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଉପରେ ଚର୍ଚ୍ଚା କରିପାରନ୍ତି। ଭାଗ୍ୟ ବୃଦ୍ଧି ହେବ।

କନ୍ୟା: ବିଦେଶରୁ ଖୁସି ଖବର ଶୁଣି ପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ତୁଳା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ନୂତନ ପୋଷାକ କିଣିପାରନ୍ତି।

ବିଚ୍ଛା: ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଦ୍ୱନ୍ଦ୍ୱ ଭିତରେ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

ମକର: ପଦୋନ୍ନତିର ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ମାନ-ସମ୍ମାନ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ମନ ଖୁସି ରହିବ।

Related story