୨୯ ଫେବ୍ରୁଆରୀ, ଶନିବାର: ମନ ବିଚଳିତ ରହିବ

ମେଷ:  ଶୁଭ ଖବର ଶୁଣି ପାରନ୍ତି। ଉପହାର ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବୃଷ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ମିଥୁନ: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶରୀରରେ ଆଘାତ ଲାଗିପାରେ। କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି । ସିଂହ:   ପରିବାରରେ ହସଖୁସିର ପରିବେଶ […]

astro-1-2-300x172

Niharika Rout
  • Published: Saturday, 29 February 2020
  • , Updated: 29 February 2020, 07:14 AM IST

ମେଷ:  ଶୁଭ ଖବର ଶୁଣି ପାରନ୍ତି। ଉପହାର ମିଳିବ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

ବୃଷ:  ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଭାଇଙ୍କ ସହ ମତାନ୍ତର ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି।

ମିଥୁନ: ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶରୀରରେ ଆଘାତ ଲାଗିପାରେ।

କର୍କଟ: ଜୀବନସାଥୀଙ୍କ ସହଯୋଗ ମିଳିବ। ଖର୍ଚ୍ଚ ବଢ଼ିବ। ବନ୍ଧୁଙ୍କ ସହ ପର୍ଯ୍ୟଟନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି ।

ସିଂହ:   ପରିବାରରେ ହସଖୁସିର ପରିବେଶ ରହିବ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

କନ୍ୟା: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ତୁଳା:  ମନ ବିଚଳିତ ରହିବ। ଧନପ୍ରାପ୍ତି ଯୋଗ ରହିଛି। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ବିଚ୍ଛା: ଦିନଟି ଭଲରେ କଟିବ। ମାନ-ସମ୍ମାନ ମିଳିବ। ଛାତ୍ରଛାତ୍ରୀମାନେ ପାଠପଢ଼ାରେ ସଫଳତା ପାଇବେ।

ଧନୁ: ହସଖୁସିରେ ସମୟ ବିତିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ମକର: ଆର୍ଥିକ ସ୍ଥିତି ଭଲ ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ମାଲିମକଦ୍ଦମାରେ ବିଜୟୀ ହେବେ।

କୁମ୍ଭ: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ । ଦୁର୍ଘଟଣାର ଯୋଗ ରହିଛି । ସତର୍କ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ।

Related story