୨୯ ଜୁଲାଇ, ସୋମବାର: ଆତ୍ମବିଶ୍ୱାସ ବଢ଼ିବ

ମେଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଶରୀର ସୁସ୍ଥ ରହିବ। ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ। ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ। […]

astro-ok-new

astro-ok-new

Jyoshna Pradhan
  • Published: Monday, 29 July 2019
  • Updated: 29 July 2019, 07:15 AM IST

Sports

Latest News

ମେଷ: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ନୂତନ କାର୍ଯ୍ୟ ଆରମ୍ଭ କରିପାରନ୍ତି। ଶରୀର ସୁସ୍ଥ ରହିବ।

ମିଥୁନ: ପରିବାରରେ ହସଖୁସିର ବାତାବରଣ ରହିବ। ଖର୍ଚ୍ଚ ବଢ଼ିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆର୍ଥିକ ସ୍ଥିତି ଭଲ ରହିବ।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହେବେ। ଦିନଟି ଭଲରେ କଟିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ।

ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। ନୂତନ ପୋଷାକ କିଣିପାରନ୍ତି।

ମକର: ଯାନବାହନ ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଅପରାହ୍ଣଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରେ।

 ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos