୨୯ ଜୁନ୍‌, ଶନିବାର: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। କର୍କଟ: ଶରୀର ସୁସ୍ଥ ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ। ସିଂହ: ଘରକୁ ଅତିଥି ଆସିପାରନ୍ତି। କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ। କନ୍ୟା: ତରବରିଆ […]

astro

Jyoshna Pradhan
  • Published: Saturday, 29 June 2019
  • , Updated: 29 June 2019, 07:11 AM IST

ମେଷ: ଦିନଟି ଭଲରେ କଟିବ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ଭାଗ୍ୟ ବୃଦ୍ଧି ହେବ।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ବିଦେଶରୁ ଖୁସି ଖବର ଶୁଣିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ମାନ-ସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

କର୍କଟ: ଶରୀର ସୁସ୍ଥ ରହିବ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଖର୍ଚ୍ଚ ବଢ଼ିବ।

ସିଂହ: ଘରକୁ ଅତିଥି ଆସିପାରନ୍ତି। କୌଣିସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

କନ୍ୟା: ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ ଯାନବାହନ କିଣିପାରନ୍ତି।

ତୁଳା: ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ମନୋବଳ ଦୁର୍ବଳ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ଉପହାର ମିଳିବ। ରାଗ ଉପରେ ନିୟନ୍ତ୍ରଣ କରନ୍ତୁ। ଅପରାହ୍ଣରେ ଶୁଭ ଖବର ଶୁଣି ପାରନ୍ତି।

ଧନୁ: ପ୍ରତିଦ୍ୱନ୍ଦୀଙ୍କଠାରୁ ବିଜୟୀ ହେବେ। ଧନପ୍ରାପ୍ତି ଯୋଗ ରହିଛି। ବ୍ୟସ୍ତତା ଭିତରେ ଦିନଟି କଟିବ।

ମକର: ବିବାହ ସ୍ଥିର ହୋଇପାରେ। ଈଶ୍ୱରଙ୍କୁ ଆରାଧନା କରନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

କୁମ୍ଭ: ଅଧିକ ପରିଶ୍ରମ କରିବାକୁ ପଡ଼ିପାରେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ମନ ବିଚଳିତ ରହିବ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଅଳସୁଆ ଅନୁଭବ କରିବେ।

Related story