୩ ଏପ୍ରିଲ୍‌, ଶୁକ୍ରବାର: ଦ୍ୱନ୍ଦ୍ୱ ଭିତରେ ରହିବେ

ମେଷ:  ଋଣ ଦିଅନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଇଶ୍ୱରଙ୍କୁ ଆରଧନା କରନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଜୀବନ ସାଥୀଙ୍କ ସହଯୋଗ ମିଳିବ। କର୍କଟ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାଉଙ୍କୁ ଖାଇବାକୁ ଦିଅନ୍ତୁ। ସିଂହ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ପରିବାର […]

astrology

Jyoshna Pradhan
  • Published: Friday, 03 April 2020
  • , Updated: 03 April 2020, 07:27 AM IST

ମେଷ:  ଋଣ ଦିଅନ୍ତୁ ନାହିଁ। ଖର୍ଚ୍ଚ ବଢ଼ିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ବୃଷ: ପରିବାରରେ ହସଖୁସିର ପରିବେଶ ରହିବ। ଇଶ୍ୱରଙ୍କୁ ଆରଧନା କରନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: ମିଠା କଥା କହି ଲୋକଙ୍କ ମନ ଜିତିବେ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଜୀବନ ସାଥୀଙ୍କ ସହଯୋଗ ମିଳିବ।

କର୍କଟ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କାଉଙ୍କୁ ଖାଇବାକୁ ଦିଅନ୍ତୁ।

ସିଂହ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କୌଣସି କଥାକୁ ନେଇ ଚିନ୍ତିତ ରହିବେ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

କନ୍ୟା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଅସୁସ୍ଥ ଅନୁଭବ କରିବେ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ତୁଳା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ଦ୍ୱନ୍ଦ୍ୱ ଭିତରେ ରହିବେ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ।

ବିଚ୍ଛା: ମାନ-ସମ୍ମାନ ମିଳିବ। ଅପରାହ୍ଣ ପରେ ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଅଳସୁଆ ଅନୁଭବ କରିବେ।

ଧନୁ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ।

ମକର: ଭାଗ୍ୟ ବୃଦ୍ଧି ହେବ। ଅଧିକ ପରିଶ୍ରମ କରିପାରନ୍ତି। ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ।

କୁମ୍ଭ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ମନ ବିଚଳିତ ରହିବ।

ମୀନ: ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ଅଧିକ ପରିଶ୍ରମ କରିପାରନ୍ତି। କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି।

 

Related story