୩ ଫେବ୍ରୁଆରୀ, ସୋମବାର: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ

ମେଷ:  ବାଦ-ବିବାଦରେ ପଡ଼ିପାରନ୍ତି। ମନ ଭଲ ରହିବ ନାହିଁ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି। ବୃଷ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂଆ ବନ୍ଧୁ ମିଳିପାରନ୍ତି। ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି। ମିଥୁନ: ଆୟ ଅନୁସାରେ ବ୍ୟୟ ବଢ଼ିବ। ଦିନଟି ଭଲରେ କଟିବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ। ସିଂହ: ସ୍ୱାସ୍ଥ୍ୟ […]

astro-1-2

astro-1-2

Jyoshna Pradhan
  • Published: Monday, 03 February 2020
  • Updated: 03 February 2020, 07:21 AM IST

Sports

Latest News

ମେଷ:  ବାଦ-ବିବାଦରେ ପଡ଼ିପାରନ୍ତି। ମନ ଭଲ ରହିବ ନାହିଁ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ବିଫଳ ହୋଇପାରନ୍ତି।

ବୃଷ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ନୂଆ ବନ୍ଧୁ ମିଳିପାରନ୍ତି। ଆର୍ଥିକ ସମସ୍ୟାର ସମ୍ମୁଖୀନ ହୋଇପାରନ୍ତି।

ମିଥୁନ: ଆୟ ଅନୁସାରେ ବ୍ୟୟ ବଢ଼ିବ। ଦିନଟି ଭଲରେ କଟିବ। ପରିବାର ଲୋକଙ୍କ ସହିତ ସମୟ ବିତାଇବେ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। କଥା ଓ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନକାରାତ୍ମକ ଚିନ୍ତାରୁ ଦୂରେଇ ରହିବାକୁ ପ୍ରୟାସ କରନ୍ତୁ।

ସିଂହ: ସ୍ୱାସ୍ଥ୍ୟ ଭଲ ରହିବ। ପୁରୁଣା ବନ୍ଧୁଙ୍କ ସହିତ ସାକ୍ଷାତ ହୋଇପାରେ। କୌଣସି ଶୁଭ ଖବର ଶୁଣିପାରନ୍ତି।

କନ୍ୟା: ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ। କାହା ସହିତ ଝଗଡ଼ା ହୋଇପାରେ। କେହି ସାହାଯ୍ୟ ମାଗିଲେ ମନା କରନ୍ତୁ ନାହିଁ।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ସମାଜରେ ମାନ-ପ୍ରତିଷ୍ଠା ବଢ଼ିବ। ପଦୋନ୍ନତିର ଯୋଗ ରହିଛି।

ବିଛା: ପ୍ରତିକୂଳ ସ୍ଥିତିର ସମ୍ମୁଖୀନ ହେବେ। ଉଚ୍ଚ ଅଧିକାରୀଙ୍କ ସହ ପାଟିତୁଣ୍ଡ ହୋଇପାରେ। ସନ୍ତାନଙ୍କ ସହ ମତଭେଦ ହୋଇପାରେ।

ଧନୁ: ଆଜି ଟିକେ ସତର୍କ ରୁହନ୍ତୁ। ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନ ନେଲେ ଭଲ।

ମକର: ଖାଦ୍ୟପେୟ ପ୍ରତି ଧ୍ୟାନ ଦିଅନ୍ତୁ। ଖର୍ଚ୍ଚ ବଢ଼ିବ। ସ୍ୱାସ୍ଥ୍ୟ ଜନିତ କୌଣସି ସମସ୍ୟା ଦେଖାଯାଇପାରେ।

କୁମ୍ଭ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇ ପାରନ୍ତି। ଅପରାହ୍ଣ ପରେ ଆଖିରେ ଯନ୍ତ୍ରଣା ଅନୁଭବ କରିବେ।

ମୀନ: ଶତ୍ରୁଙ୍କ ଠାରୁ ଦୂରେଇ ରୁହନ୍ତୁ। ନୂତନ ପୋଷାକ କିଣି ପାରନ୍ତି। ଦୁର୍ଘଟଣାର ଯୋଗ ରହିଛି। ସତର୍କ ରୁହନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story