୩୦ଅଗଷ୍ଟ , ଶୁକ୍ରବାର: ଘରକୁ ଅତିଥି ଆସିପାରନ୍ତି

ମେଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାପାମା’ଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ […]

astro-ok-new

Jyoshna Pradhan
  • Published: Friday, 30 August 2019
  • , Updated: 30 August 2019, 07:17 AM IST

ମେଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି।

ମିଥୁନ: ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ପରିବାରରେ ହସଖୁସିର ପରିବେଶ ରହିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବାପାମା’ଙ୍କ ଆଶୀର୍ବାଦ ମିଳିବ। ମାଲିମକଦ୍ଦମାରେ ବିଜୟୀ ହେବେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। ମାନସମ୍ମାନ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ।

ତୁଳା:  ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ମନ ଖୁସି ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ: ଦିନଟି ଏତେଟା ଭଲରେ କଟିବ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସିପାରନ୍ତି।

ମକର: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ବିବାହ ସ୍ଥିର ହୋଇପାରେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମୀନ:  ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

 

Related story