୩୦ ଡିସେମ୍ବର, ସୋମବାର: ଘରେ ହସଖୁସିର ପରିବେଶ ରହିବ

ମେଷ:  ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ। ବୃଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଶରୀରର ଯତ୍ନ ନିଅନ୍ତୁ। ମିଥୁନ: ଶୁଭ ଖବର ଶୁଣି ପାରନ୍ତି। ଘରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି। କର୍କଟ:ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ସିଂହ: ବ୍ୟବସାୟରେ ଆଶା ମୁତବାକ […]

ttttttttttttttttt-1

Niharika Rout
  • Published: Monday, 30 December 2019
  • , Updated: 30 December 2019, 07:19 AM IST

ମେଷ:  ପିଲାଙ୍କ ଭବିଷ୍ୟତକୁ ନେଇ ଚିନ୍ତିତ ରହିପାରନ୍ତି। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ। ସତର୍କ ରୁହନ୍ତୁ।

ବୃଷ:  କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ଶରୀରର ଯତ୍ନ ନିଅନ୍ତୁ।

ମିଥୁନ: ଶୁଭ ଖବର ଶୁଣି ପାରନ୍ତି। ଘରେ ହସଖୁସିର ପରିବେଶ ରହିବ। ଧନପ୍ରାପ୍ତି ଯୋଗ ରହିଛି।

କର୍କଟ:ଜୀବନସାଥୀଙ୍କ ସହଯୋଗ ମିଳିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି।

ସିଂହ: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ମନ ଖୁସି ରହିବ। ଶରୀର ଫୂର୍ତ୍ତି ରହିବ।

କନ୍ୟା: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଋଣ ଦିଅନ୍ତୁ ନାହିଁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ମନ ବିଚଳିତ ରହିବ।

ତୁଳା: ଆତ୍ମବିଶ୍ୱାସ ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସି ପାରିନ୍ତି। ନୂତନ ବସ୍ତ୍ର କିଣିପାରନ୍ତି। ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ।

ଧନୁ: ଅଧିକ ପରିଶ୍ରମ କରିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ବିବାହ ସ୍ଥିର ହୋଇପାରେ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମକର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ।

କୁମ୍ଭ:  କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ମାନ-ସମ୍ମାନ ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ।

Related story