୩୦ ମାର୍ଚ୍ଚ, ସୋମବାର: କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ। ଖର୍ଚ୍ଚ ବଢ଼ିବ। ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମିଥୁନ: ଘର ପାଇଁ ଜିନିଷ କିଣି ପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ। କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ। ସିଂହ:  କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ […]

astrology

astrology

Jyoshna Pradhan
  • Published: Monday, 30 March 2020
  • Updated: 30 March 2020, 07:29 AM IST

Sports

Latest News

ମେଷ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଦାମ୍ପତ୍ୟ ଜୀବନ ଭଲ ରହିବ। ଖର୍ଚ୍ଚ ବଢ଼ିବ।

ବୃଷ: ପରିବାରରେ ହସ ଖୁସିର ବାତାବରଣ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଘର ପାଇଁ ଜିନିଷ କିଣି ପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଅପରାହ୍ଣ ପରେ ଶୁଭ ଖବର ଶୁଣିବେ।

କର୍କଟ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ।

ସିଂହ:  କୌଣିସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ଅଧିକ ପରିଶ୍ରମ କରିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

କନ୍ୟା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅସୁସ୍ଥ ଅନୁଭବ କରିପାରନ୍ତି। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ତୁଳାମନ ବିଚଳିତ ରହିବ। ଭାଗ୍ୟ ବୃଦ୍ଧି ହେବ। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ।

ବିଛା: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ହୋଇପାରନ୍ତି। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ।

ଧନୁ:ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। କାଉକୁ ଖାଇବାକୁ ଦିଅନ୍ତୁ।

ମକର: ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଜୀବନସାଥୀଙ୍କ ସହ ଝଗଡ଼ା ହୋଇପାରେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

କୁମ୍ଭ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଇଶ୍ୱରଙ୍କୁ ଆରଧନା କରନ୍ତୁ। ରୋଗରେ ପଡ଼ିଥିବା ବ୍ୟକ୍ତିଙ୍କର ସ୍ୱାସ୍ଥ୍ୟରେ ସୁଧାର ଆସିପାରେ।

ମୀନ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ।ମାନ-ସମ୍ମାନ ମିଳିବ। ମା’ଙ୍କ ସହଯୋଗ ମିଳିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story