୩୦ ମେ’, ଶନିବାର: ମାନ-ସମ୍ମାନ ବଢ଼ିବ

ମେଷ: ପରିବାରର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ। ବୃଷ: ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ। ମିଥୁନ: ମାନ-ସମ୍ମାନ ବଢ଼ିବ। ସହଯୋଗୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ସଂପର୍କୀୟ ଦୁଶ୍ଚିନ୍ତା ଦୂର ହେବ। ମା‌’, ବାପା  ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ। କର୍କଟ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ […]

astrology-12345666666666666

astrology-12345666666666666

Tapaswini Nayak
  • Published: Saturday, 30 May 2020
  • Updated: 30 May 2020, 09:03 AM IST

Sports

Latest News

ମେଷ: ପରିବାରର ସଦସ୍ୟଙ୍କ ସହ ଖୁସିରେ ଦିନଟି କାଟିବେ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଆୟ ଅପେକ୍ଷା ବ୍ୟୟ ଅଧିକ ହେବ।

ବୃଷ: ଅଧୁରା କାର୍ଯ୍ୟ ପୂରଣ କରିବାକୁ ଚେଷ୍ଟା କରିବେ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଅଧିକ ପରିଶ୍ରମ କରି ସାମାନ୍ୟ ଲାଭ ପାଇବେ।

ମିଥୁନ: ମାନ-ସମ୍ମାନ ବଢ଼ିବ। ସହଯୋଗୀଙ୍କ ସହଯୋଗ ମିଳିବ। ସ୍ୱାସ୍ଥ୍ୟ ସଂପର୍କୀୟ ଦୁଶ୍ଚିନ୍ତା ଦୂର ହେବ। ମା‌’, ବାପା  ଓ ଗୁରୁଙ୍କୁ ପ୍ରଣାମ କରନ୍ତୁ।

କର୍କଟ: ଧାର୍ମିକ କାର୍ଯ୍ୟରେ ଖର୍ଚ୍ଚ ବଢ଼ିବ। ଯାନବାହନ ଦୁର୍ଘଟଣା ଯୋଗ ରହିଛି। ତେଣୁ ସତର୍କ ରୁହନ୍ତୁ।

ସିଂହ: ଶିକ୍ଷା କ୍ଷେତ୍ରରେ ସଫଳତା ମିଳିବ। ଅନେକ କାର୍ଯ୍ୟକୁ ନିଜେ କରିବାକୁ ଚେଷ୍ଟା କରିବେ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

କନ୍ୟା: ବ୍ୟବସାୟ କ୍ଷେତ୍ରରେ ପରିବର୍ତ୍ତନ ହେବ। ଆର୍ଥିକ କ୍ଷେତ୍ରରେ ଅବନତି ଦେଖାଦେଇପାରେ। ଖାଦ୍ୟପେୟ ଉପରେ ଧ୍ୟାନ ରଖନ୍ତୁ।

ତୁଳା: ଧନପ୍ରାପ୍ତି ଯୋଗ ରହିଛି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ବିଛା: କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ। ଶାରୀରିକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ।

ଧନୁ: ଗବେଷଣାରେ କୃତକାର୍ଯ୍ୟ ହେବେ। ସାମାଜିକ ସ୍ତରରେ ପ୍ରଶଂସିତ ହେବେ। ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ।

ମକର: ଯୋଜନା ମୁତାବକ କାମ କଲେ ସଫଳତା ପାଇବେ। ଅପରାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ବନ୍ଧୁଙ୍କ ସହ କୌଣସି କଥାକୁ ନେଇ ମତାନ୍ତର ହୋଇପାରେ। ମା’ଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

ମୀନ: କୌଣସି ଗୁରୁତ୍ୱପୂର୍ଣ୍ଣ ବିଷୟକୁ ନେଇ ଚର୍ଚ୍ଚା କରିପାରନ୍ତି। ଅଧିକ ପରିଶ୍ରମ କରିବେ। ଅସହାୟଙ୍କୁ ସାହାଯ୍ୟ କରନ୍ତୁ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story