୩୦ ମେ’, ଗୁରୁବାର: ଅଳସୁଆ ଅନୁଭବ କରିବେ

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ। ବୃଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି। ସିଂହ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। […]

astro

Jyoshna Pradhan
  • Published: Thursday, 30 May 2019
  • , Updated: 30 May 2019, 07:26 AM IST

ମେଷ: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଖର୍ଚ୍ଚ ବଢ଼ିବ।

ବୃଷ: କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ପଦୋନ୍ନତିର ଯୋଗ ରହିଛି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି।

ମିଥୁନ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ଧନପ୍ରାପ୍ତି ଯୋଗ ରହିଛି।

ସିଂହ: ବନ୍ଧୁଙ୍କ ସହ ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ଅଳସୁଆ ଅନୁଭବ କରିବେ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ।

ତୁଳା: ମାନ-ସମ୍ମାନ ମିଳିବ। ବୌଦ୍ଧିକ ଚର୍ଚ୍ଚାରେ ଭାଗ ନେଇ ପାରନ୍ତି। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ।

ବିଚ୍ଛା: ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଆଧ୍ୟାତ୍ମକ ସ୍ଥାନକୁ ଯାଇପାରନ୍ତି। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ବିବାହ ସ୍ଥିର ହୋଇପାରେ।

ମକର: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

କୁମ୍ଭ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଉପହାର ମିଳିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

ମୀନ:ଋଣ ଦିଅନ୍ତୁ ନାହିଁ। ମନରେ ଏକାଗ୍ରତା ରହିବ ନାହିଁ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

Related story