୩୧ ଅଗଷ୍ଟ,ଶନିବାର: ମନ ବିଚଳିତ ରହିବ

ମେଷ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି। ବୃଷ: ମନ ବିଚଳିତ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ମିଥୁନ: ଦିନଟି ଖୁସିରେ କଟିବ। ଉପହାର ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ। କର୍କଟ: ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। […]

astro

astro

Tapaswini Nayak
  • Published: Saturday, 31 August 2019
  • Updated: 31 August 2019, 07:22 AM IST

Sports

Latest News

ମେଷ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଶୁଭ ଖବର ଶୁଣି ପାରନ୍ତି।

ବୃଷ: ମନ ବିଚଳିତ ରହିବ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ।

ମିଥୁନ: ଦିନଟି ଖୁସିରେ କଟିବ। ଉପହାର ମିଳିବ। ସ୍ୱାସ୍ଥ୍ୟ ଭଲ ରହିବ।

କର୍କଟ: ଅଳସୁଆ ଅନୁଭବ କରିବେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ସିଂହ: ମାନ-ସମ୍ମାନ ମିଳିବ। ଧନପ୍ରାପ୍ତି ଯୋଗ ରହିଛି। ମନୋରଞ୍ଜନ ସ୍ଥାନକୁ ବୁଲି ଯିବାକୁ ଯୋଜନା କରିପାରନ୍ତି।

କନ୍ୟା: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ତୁଳା: ଆର୍ଥିକ ସ୍ଥିତି ଭଲ ରହିବ। ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ବିଚ୍ଛା: ବ୍ୟସ୍ତତା ଭିତରେ ଦିନଟି କଟିବ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ସହକର୍ମୀଙ୍କ ସହଯୋଗ ମିଳିବ।

ଧନୁ: ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ମକର: ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ପାଣି ଠାରୁ ଦୂରେଇ ରୁହନ୍ତୁ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

କୁମ୍ଭ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।

ମୀନ: ପରିବାରରେ ହସଖୁସିର ପରିବେଶ ରହିବ। ମନ ଖୁସି ରହିବ। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos