୩୧ ଜାନୁଆରୀ, ଶୁକ୍ରବାର: ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ

ମେଷ:  ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଶରୀର ସୁସ୍ଥ ରହିବ। ମିଥୁନ: ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନ […]

astro-1-2

astro-1-2

Jyoshna Pradhan
  • Published: Friday, 31 January 2020
  • Updated: 31 January 2020, 07:30 AM IST

Sports

Latest News

ମେଷ:  ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ। ଜୀବନସାଥୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ।

ବୃଷ: ବନ୍ଧୁଙ୍କ ସହ ବୁଲିବାକୁ ଯାଇପାରନ୍ତି। ଆର୍ଥିକ ସ୍ଥିତି ଭଲ ରହିବ। ଶରୀର ସୁସ୍ଥ ରହିବ।

ମିଥୁନ: ଖର୍ଚ୍ଚ ବଢ଼ିବ। ପରିବାରରେ ହସଖୁସିର ବାତାବରଣ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ଧନପ୍ରାପ୍ତି ଯୋଗ ରହିଛି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମନ ବିଚଳିତ ରହିବ।

କନ୍ୟା: ଦିନଟି ଭଲରେ କଟିବ। ଅପରାହ୍ଣ ପରେ ବିଦେଶରୁ ଶୁଭ ଖବର ଶୁଣି ପାରନ୍ତି। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ତୁଳା: ମାନ-ସମ୍ମାନ ମିଳିବ। ବ୍ୟବସାୟରେ ଆଶା ମୁତାବକ ଲାଭ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ବିଚ୍ଛା:  ନକାରାତ୍ମକ ଚିନ୍ତା ଠାରୁ ଦୂରେଇ ରୁହନ୍ତୁ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ।

ଧନୁ: ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ନୂତନ ପୋଷାକ କିଣିପାରନ୍ତି। ତରବରିଆ ହୋଇ ନିଷ୍ପତ୍ତି ନିଅନ୍ତୁ ନାହିଁ।

ମକର: ଯାନବାହନ ଦୁର୍ଘଟଣା ଯୋଗ ରହିଛି। ସତର୍କ ରୁହନ୍ତୁ। ଅପରାହ୍ଣଣ ପରେ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ।

କୁମ୍ଭ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ବିଦେଶରୁ ଖୁସି ଖବର ଶୁଣିପାରେ। ଘରକୁ ଅତିଥି ଆସି ପାରନ୍ତି।

ମୀନ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। କଳା ଓ ସାହିତ୍ୟକ୍ଷେତ୍ରରେ ରୁଚି ବଢ଼ିବ। ଆତ୍ମବିଶ୍ୱାସ ବଢ଼ିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story