୩୧ ଅକ୍ଟୋବର,ଗୁରୁବାର: ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି। ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ। କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂଆ କାମ ଆରମ୍ଭ କରନ୍ତୁ ନାହିଁ। ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ। ବାପା-ମା’ଙ୍କ […]

astro-ok-new-4

astro-ok-new-4

Jyoshna Pradhan
  • Published: Thursday, 31 October 2019
  • Updated: 31 October 2019, 07:22 AM IST

ମେଷ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଛାତ୍ରଛାତ୍ରୀମାନେ ପରୀକ୍ଷାରେ ସଫଳତା ପାଇବେ। ଆଧ୍ୟାତ୍ମିକ ସ୍ଥାନକୁ ଯାଇପାରନ୍ତି।

ବୃଷ: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଧନପ୍ରାପ୍ତି ଯୋଗ ରହିଛି। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ମିଥୁନ: ପରିବାରରେ ହସଖୁସିର ପରିବେଶ ରହିବ। ବନ୍ଧୁଙ୍କ ସହ ସାକ୍ଷାତ ହୋଇପାରେ। ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ ହେବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ନୂଆ କାମ ଆରମ୍ଭ କରନ୍ତୁ ନାହିଁ।

ସିଂହ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ। ବାପା-ମା’ଙ୍କ ଆଶୀର୍ବାଦ ମିଳିବ।

କନ୍ୟା: କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ମାନସମ୍ମାନ ମିଳିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ତୁଳା:  ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ।

ବିଚ୍ଛା: ମନ ଖୁସି ରହିବ। ଦୂର ସ୍ଥାନକୁ ଯାତ୍ରା କରିପାରନ୍ତି। ଜଳାଶୟ ଠାରୁ ଦୂରେଇ ରୁହନ୍ତୁ।

ଧନୁ: ଦିନଟି ଏତେଟା ଭଲରେ କଟିବ ନାହିଁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ଘରକୁ ଅତିଥି ଆସିପାରନ୍ତି।

ମକର: ବ୍ୟବସାୟରେ ଆଶା ମୁତବାକ ଲାଭ ମିଳିବ। ବିବାହ ସ୍ଥିର ହୋଇପାରେ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ।

କୁମ୍ଭ: କାର୍ଯ୍ୟକ୍ଷେତ୍ରରେ ସହଯୋଗୀଙ୍କ ସହଯୋଗ ମିଳିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି। ପଦୋନ୍ନତିର ଯୋଗ ରହିଛି।

ମୀନ:  ଚାକିରିକୁ ନେଇ ଚିନ୍ତିତ ରହିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story