୩୧ମେ’,ଶୁକ୍ରବାର: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ

ମେଷ: ଦିନଟି ଭଲରେ କଟିବ। ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି। ମିଥୁନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। କର୍କଟ: ଅସୁସ୍ଥ ଅନୁଭବ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ। ସିଂହ: ଧନପ୍ରାପ୍ତି ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। […]

astro-ok-new

astro-ok-new

Tapaswini Nayak
  • Published: Friday, 31 May 2019
  • Updated: 31 May 2019, 07:26 AM IST

Sports

Latest News

ମେଷ: ଦିନଟି ଭଲରେ କଟିବ। ଘରେ ହସଖୁସିର ପରିବେଶ ରହିବ। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ବୃଷ: ଆର୍ଥିକ ସ୍ଥିତି ଭଲ ରହିବ। ନୂତନ ବସ୍ତ୍ର କିଣିପାରନ୍ତି। ଆଧ୍ୟାତ୍ମିକ ସ୍ଥାନକୁ ଯାତ୍ରା କରିପାରନ୍ତି।

ମିଥୁନ: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ। କାର୍ଯ୍ୟକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗ ମିଳିବ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କର୍କଟ: ଅସୁସ୍ଥ ଅନୁଭବ କରିବେ। ବନ୍ଧୁଙ୍କ ସହ ସାକ୍ଷାତ କରିପାରନ୍ତି। ବ୍ୟବସାୟରେ ଆଶାମୁତାବକ ଲାଭ ମିଳିବ।

ସିଂହ: ଧନପ୍ରାପ୍ତି ଯୋଗ ରହିଛି। ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ବିଦେଶରୁ ଖୁସି ଖବର ଶୁଣି ପାରନ୍ତି।

କନ୍ୟା: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି। ଆତ୍ମବିଶ୍ୱାସ ବଢ଼ିବ। ମାନ-ସମ୍ମାନ ମିଳିବ।

ତୁଳା: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ। ମଧ୍ୟାହ୍ଣ ପରେ କୌଣସି କଥାକୁ ନେଇ ଚିନ୍ତିତ ରହିବେ।

ବିଚ୍ଛା: ନୂତନ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଉଚ୍ଚଅଧିକାରୀଙ୍କ ସହଯୋଗ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି।

ଧନୁ: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ପେଟରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଦୂରସ୍ଥାନକୁ ଯାତ୍ରା କରିପାରନ୍ତି। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

କୁମ୍ଭ: ମନ ଖୁସି ରହିବ। ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଈଶ୍ୱରଙ୍କୁ ଆରାଧନା କରନ୍ତୁ।

ମୀନ: ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବିବାହ ସ୍ଥିର ହୋଇପାରେ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos