୩ ସେପ୍ଟେମ୍ବର,ମଙ୍ଗଳବାର:ମନରେ ଦ୍ୱନ୍ଦ୍ୱ ରହିବ

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ। ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ସିଂହ: […]

ttttttttttttttttt

ttttttttttttttttt

Tapaswini Nayak
  • Published: Tuesday, 03 September 2019
  • Updated: 03 September 2019, 07:17 AM IST

ମେଷ: ମନରେ ଦ୍ୱନ୍ଦ୍ୱ ରହିବ। ଅଳସୁଆ ଅନୁଭବ କରିବେ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ବୃଷ: ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ମିଥୁନ: ଦିନଟି ଭଲରେ କଟିବ। ବନ୍ଧୁଙ୍କ ସହ ଆନନ୍ଦରେ ଦିନଟି କାଟିବେ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ।

କର୍କଟ: ଆୟଠାରୁ ବ୍ୟୟ ଅଧିକ ହେବ। କାର୍ଯ୍ୟକ୍ଷେତ୍ରରେ କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। କଥା ଉପରେ ନିୟନ୍ତ୍ରଣ ରଖନ୍ତୁ।

ସିଂହ: ଧାର୍ମିକ କାର୍ଯ୍ୟରେ ଯୋଗ ଦେଇପାରନ୍ତି। ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ପିଲାମାନେ ଖେଳକୁଦରେ ମନ ବଳାଇବେ।

କନ୍ୟା: ପରିବାର ସଦସ୍ୟଙ୍କ ସହ କୌଣସି କଥାକୁ ନେଇ ଝଗଡ଼ା ହୋଇପାରେ। ଦୂରସ୍ଥାନକୁ ଯାତ୍ରା କରନ୍ତୁ ନାହିଁ। ଦୁର୍ଘଟଣା ଘଟିପାରେ।

ତୁଳା: ବ୍ୟବସାୟରେ ଆଶା ମୁତାବକ ଫଳ ମିଳିବ। ପେଟରେ ଯନ୍ତ୍ରଣା ଅନୁଭବ କରିବେ। ଗହଣା କିଣିପାରନ୍ତି।

ବିଚ୍ଛା: ଦିନଟି ମିଶ୍ରିତ ଫଳ ପ୍ରଦାନ କରିବ। ଛାତ୍ରଛାତ୍ରୀମାନେ ଅଧିକ ପରିଶ୍ରମ କରିବେ।
ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ଧନୁ: ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ବିଦେଶକୁ ଯିବାକୁ ଯୋଜନା କରିପାରନ୍ତି। କୌଣସି ଖୁସି ଖବର ଶୁଣିପାରନ୍ତି।

ମକର: ମାଲିମକଦ୍ଦମାରେ ବିଜୟୀ ହେବେ। ପୁରୁଣା ବନ୍ଧୁଙ୍କ ସହ ଦେଖା ହୋଇପାରେ। ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ।

କୁମ୍ଭ: ନକାରାତ୍ମକ ଚିନ୍ତାଧାରାଠାରୁ ଦୂରେଇ ରୁହନ୍ତୁ। ବିବାହ ସ୍ଥିର ହୋଇପାରେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତି।

ମୀନ: ଜୀବନସାଥିଙ୍କ ସହଯୋଗ ମିଳିବ। ଉପହାର ମିଳିପାରେ। ଘରକୁ ଅତିଥି ଆସିପାରନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos

Next Story